ନିହିମୀୟା 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍ବଲ୍ଲଟ୍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)14 ହେ ମୋହର ପରମେଶ୍ଵର, ଟୋବୀୟ ଓ ସନ୍ବଲ୍ଲଟର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର। Gade chapit laଓଡିଆ ବାଇବେଲ14 ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍ବଲ୍ଲଟ୍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର। Gade chapit laପବିତ୍ର ବାଇବଲ14 ହେ ପରମେଶ୍ୱର, ଟୋବିୟ ଓ ସନ୍ବଲ୍ଲଟ୍ ଯାହା କରିଛନ୍ତି ମନେ ପକାଅ, ନାରୀ ଭବିଷ୍ୟଦ୍ବକ୍ତା ନୋୟଦିୟା ସହିତ ଅନ୍ୟ ଯାଜକମାନେ ମୋତେ ଭୟଭୀତ କରିବା ପାଇଁ ଚେଷ୍ଟା କରିଥିଲେ। Gade chapit la |