Biblia Todo Logo
Bib sou entènèt

- Piblisite -




ନିହିମୀୟା 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ବାଆନ ଦିନ ମଧ୍ୟରେ ଇଲୂଲ ମାସର ପଞ୍ଚବିଂଶ ଦିନରେ ପ୍ରାଚୀର ସମାପ୍ତ ହେଲା।

Gade chapit la Kopi

ଓଡିଆ ବାଇବେଲ

15 ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ

15 ତେଣୁ 52 ଦିନ ମଧ୍ୟରେ ଇଲୂଲ୍ ମାସର ପଞ୍ଚବିଂଶ ଦିନରେ ପ୍ରାଚୀର ସମାପ୍ତ ହେଲା।

Gade chapit la Kopi




ନିହିମୀୟା 6:15
7 Referans Kwoze  

ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃନିର୍ମିତ ହେବ।


ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।


ଦାରୀୟାବସ ରାଜାର ରାଜତ୍ଵର ଷଷ୍ଠ ବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ଗୃହ ସମାପ୍ତ ହେଲା।


ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ।


ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।


ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।


Swiv nou:

Piblisite


Piblisite