ନିହିମୀୟା 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତା; ଲଘୁ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ। Gade chapit laଓଡିଆ ବାଇବେଲ16 ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ। Gade chapit laପବିତ୍ର ବାଇବଲ16 ପୁଣି ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଏହା ଶୁଣି ଭୟ କଲେ ଓ ସେମାନଙ୍କର ବିଶ୍ୱାସ ହରାଇଲେ। କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାହାଯ୍ୟରେ ହେଲା, ଏହା ସେମାନେ ବୁଝିଲେ। Gade chapit la |