Biblia Todo Logo
Bib sou entènèt

- Piblisite -




ନିହିମୀୟା 6:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।

Gade chapit la Kopi

ଓଡିଆ ବାଇବେଲ

17 ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।

Gade chapit la Kopi

ପବିତ୍ର ବାଇବଲ

17 ଆହୁରି ସେହି ସମୟରେ ଯିହୁଦାର କୁଳିନମାନେ ଟୋବିୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବିୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।

Gade chapit la Kopi




ନିହିମୀୟା 6:17
8 Referans Kwoze  

ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍‍ବଲ୍ଲଟ୍‍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି।


ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।


ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।


ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।


କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍‍ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।


ଏଥିପୂର୍ବେ ଇଲୀୟାଶୀବ ଯାଜକ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହସ୍ଥିତ କୋଠରିସକଳର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହେଲେ ଓ ସେ ଟୋବୀୟର କୁଟୁମ୍ବ ଥିଲା,


Swiv nou:

Piblisite


Piblisite