Biblia Todo Logo
Bib sou entènèt

- Piblisite -




ନିହିମୀୟା 6:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍‍ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କାରଣ, ସେ ଆରାର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍ ବେରିଖୀୟର ପୁତ୍ର ମଶୁଲ୍ଲମର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

18 କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍‍ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

18 କାରଣ ସେ ଆରାଃର ପୁତ୍ର ଶଖନିୟର ଜ୍ୱାଇଁ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍ ବେରିଖିୟର ପୁତ୍ର ମଶୁଲ୍ଲମର କନ୍ୟାକୁ ବିବାହ କରିଥିବାରୁ ଯିହୁଦାର ଅନେକ ଲୋକ ତା’ ନିକଟରେ ଶପଥ କରିଥିଲେ।

Gade chapit la Kopi




ନିହିମୀୟା 6:18
7 Referans Kwoze  

ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ।


ଆରହର ସନ୍ତାନ ଛଅ ଶହ ବାବନ ଜଣ।


ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍‍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ଆପଣା କୋଠରି ସମ୍ମୁଖରେ ମରାମତି କଲା।


ପୁଣି, ସେମାନଙ୍କ ନିକଟରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍‍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।


ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।


ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।


ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଜଣାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।


Swiv nou:

Piblisite


Piblisite