Biblia Todo Logo
Bib sou entènèt

- Piblisite -




ନିହିମୀୟା 6:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଜଣାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଗୋଚର କରାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।

Gade chapit la Kopi

ଓଡିଆ ବାଇବେଲ

19 ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋ’ କଥାସବୁ ତାହାକୁ ଜଣାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।

Gade chapit la Kopi

ପବିତ୍ର ବାଇବଲ

19 ସେମାନେ ମୋତେ ତା'ର ଉତ୍ତମ କାର୍ଯ୍ୟ ବିଷୟରେ କହିଲେ ଓ ମୋ’ କଥା ତାଙ୍କୁ ସବୁ ଜଣାଇଲେ। ଆଉ ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବିୟ ନାନାପତ୍ର ପଠାଇଲା।

Gade chapit la Kopi




ନିହିମୀୟା 6:19
10 Referans Kwoze  

ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।


ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।


ଜଗତ ତୁମ୍ଭମାନଙ୍କୁ ଘୃଣା କରିପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।


ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।


ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆଯାଇଥିଲା।


ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।


କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍‍ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।


ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ।


Swiv nou:

Piblisite


Piblisite