Biblia Todo Logo
Bib sou entènèt

- Piblisite -




ନିହିମୀୟା 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେତେବେଳେ ସନ୍‍ବଲ୍ଲଟ୍‍ ଓ ଗେଶମ୍‍ ମୋʼ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋʼ କତିକି ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ। ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ସେତେବେଳେ ସନ୍‍ବଲ୍ଲଟ୍‍ ଓ ଗେଶମ୍‍ ମୋ’ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେତେବେଳେ ସ‌ନ୍‌ବଲ୍ଲଟ୍ ଓ ଗେଶମ ମୋ’ ନିକଟକୁ ଲୋକ ପଠାଇ କହିଲେ, “ଆସ ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ସାକ୍ଷାତ କରିବା।” ମାତ୍ର ସେମାନେ ମୋର ହିଂସା କରିବାକୁ ବିଗ୍ଭର କରିଥିଲେ।

Gade chapit la Kopi




ନିହିମୀୟା 6:2
15 Referans Kwoze  

ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।


ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍,


ଲୋଦ୍‍ ଓ ଓନୋ, ଶିଳ୍ପକାରମାନଙ୍କ ଉପତ୍ୟକାରେ ବାସ କଲେ।


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?”


ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ।


Swiv nou:

Piblisite


Piblisite