ନିହିମୀୟା 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଏହା ଲେଖାଥିଲା, ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗଶ୍ମୁ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ। Gade chapit laଓଡିଆ ବାଇବେଲ6 ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ। Gade chapit laପବିତ୍ର ବାଇବଲ6 ସେଥିରେ ଏହିପରି ଲେଖା ଯାଇଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି। ମଧ୍ୟ ଗଶୁମୁ ଏହା କହୁଅଛି ଯେ ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଗ୍ଭର କରୁଅଛ। ତେଣୁ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ। ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ। Gade chapit la |