Biblia Todo Logo
Bib sou entènèt

- Piblisite -




ନିହିମୀୟା 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।

Gade chapit la Kopi

ଓଡିଆ ବାଇବେଲ

7 ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।”

Gade chapit la Kopi

ପବିତ୍ର ବାଇବଲ

7 ‘ଯିହୁଦାରେ ଏକ ରାଜା ଅଛନ୍ତି!’ ବୋଲି ଆପଣା ବିଷୟ ଯିରୁଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ନିଯୁକ୍ତି କରିଅଛ। “ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏଣୁ ଏବେ ଆସ ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରିବା।”

Gade chapit la Kopi




ନିହିମୀୟା 6:7
10 Referans Kwoze  

ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର-ସେନାପତିଙ୍କୁ ନିବେଦନ କରନ୍ତୁ। ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ।


ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।


କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।


ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।


ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।


ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍‍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।


ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।


Swiv nou:

Piblisite


Piblisite