Biblia Todo Logo
Bib sou entènèt

- Piblisite -




ନିହିମୀୟା 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହ ସବୁ ନିର୍ମିତ ହୋଇ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

4 ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହ ସବୁ ନିର୍ମିତ ହୋଇ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

4 ବର୍ତ୍ତମାନ ନଗର ପ୍ରଶସ୍ତ ଥିଲା। ମାତ୍ର ତହିଁ ମଧ୍ୟରେ ଅଳ୍ପଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।

Gade chapit la Kopi




ନିହିମୀୟା 7:4
7 Referans Kwoze  

କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।


ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।


ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”


ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,


ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ।


ଆଉ, ଯେଉଁମାନେ ଯିରୂଶାଲମରେ ବାସ କରିବାକୁ ସ୍ୱେଚ୍ଛାପୂର୍ବକ ଆପଣାମାନଙ୍କୁ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ।


Swiv nou:

Piblisite


Piblisite