Biblia Todo Logo
Bib sou entènèt

- Piblisite -




ନିହିମୀୟା 7:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ଦ୍ଵାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶ ଜଣ।

Gade chapit la Kopi

ଓଡିଆ ବାଇବେଲ

45 ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍‍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶ ଜଣ।

Gade chapit la Kopi

ପବିତ୍ର ବାଇବଲ

45 ଏହିମାନେ ହେଲେ ଦ୍ୱାରପାଳଗଣ: ଶଲ୍ଲୁମର ବଂଶଧରମାନେ, ଆଟର, ଟ‌‌‌‌ଲ୍‌‌‌‌‌‌‌ମୋନ, ଅ‌କ୍‌କୂବ, ହଟୀଟା ଓ ଶୋବୟ 138 ଜଣ।

Gade chapit la Kopi




ନିହିମୀୟା 7:45
6 Referans Kwoze  

ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।


ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”


ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ।


ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;


ତାହା ନିକଟରେ ଯିରୂଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍‍ ଓ ତାହାର କନ୍ୟାମାନେ ମରାମତି କଲେ।


Swiv nou:

Piblisite


Piblisite