ନିହିମୀୟା 7:61 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT61 ପୁଣି, ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦୋନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, Gade chapit laପବିତ୍ର ବାଇବଲ (Re-edited) - (BSI)61 ପୁଣି, ତେଲମେଲହ, ତେଲହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, Gade chapit laଓଡିଆ ବାଇବେଲ61 ପୁଣି, ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, Gade chapit laପବିତ୍ର ବାଇବଲ61 ତେଲମେଲହ, ତେଲ୍ହର୍ଶା, କଋବ୍, ଅଦ୍ଦନ ଓ ଇମ୍ମୋର, ଏସବୁ ସ୍ଥାନରୁ ଲୋକମାନେ ସବୁ ଆସିଲେ। ମାତ୍ର ସେମାନେ ଇସ୍ରାଏଲୀୟ ଲୋକମାନେ ବୋଲି ନିଜ ନିଜ ପିତୃ ପରିବାର ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସେହି ଲୋକମାନେ ହେଲେ ଏହିମାନେ। Gade chapit la |