Biblia Todo Logo
Bib sou entènèt

- Piblisite -




ନିହିମୀୟା 7:65 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

65 ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

65 ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

65 ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

65 ଶାସନକର୍ତ୍ତା ସେମାନଙ୍କୁ କହିଲେ, ଯେଉଁ ଊରୀମ୍ ଓ ତୁମ୍ମୀମ୍ ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ।

Gade chapit la Kopi




ନିହିମୀୟା 7:65
16 Referans Kwoze  

ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।


ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍‍ ଓ ତୁମ୍ମୀମ୍‍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।


ମୋହରାଙ୍କନକାରୀମାନଙ୍କ ନାମ ଏହି, ଯଥା, ହଖଲୀୟର ପୁତ୍ର ନିହିମୀୟା ଶାସନକର୍ତ୍ତା ଓ ସିଦିକୀୟ;


ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।


ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍‍ ଓ ଉରୀମ୍‍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।”


ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍‍‍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”


ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।


ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।


ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।


ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍‍ ଓ ତୁମ୍ମୀମ୍‍ ରଖିଲେ।


ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ।


ଆଉ, ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ।


ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍‍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।


Swiv nou:

Piblisite


Piblisite