ନିହିମୀୟା 7:73 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT73 ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)73 ଏଉତ୍ତାରେ ଯାଜକମାନେ ଓ ଲେବୀୟମାନେ ଓ ଦ୍ଵାରପାଳମାନେ ଓ ଗାୟକମାନେ, ଆଉ ଲୋକମାନଙ୍କ ମଧ୍ୟରୁ କେତେକ ଓ ନଥୀନୀୟମାନେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଏଉତ୍ତାରେ ସପ୍ତମ ମାସ ଉପସ୍ଥିତ ହେଲା, ଆଉ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ। Gade chapit laଓଡିଆ ବାଇବେଲ73 ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ ସନ୍ତାନଗଣ ଆପଣା ନଗରରେ ଥିଲେ। Gade chapit laପବିତ୍ର ବାଇବଲ73 ଏହା ପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ ଓ ମନ୍ଦିରର ସେବକମାନେ ଓ ସମଗ୍ର ଇସ୍ରାଏଲୀୟ ନିଜ ନିଜ ନଗରରେ ବାସ କଲେ। ଏଣୁ ସପ୍ତମ ମାସରେ ସମସ୍ତ ଇସ୍ରାଏଲୀୟମାନେ ନିଜ ନିଜ ନଗରରେ ଥିଲେ। Gade chapit la |