ନିହିମୀୟା 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ସେ ସେମାନଙ୍କୁ କହିଲା, ଆପଣା ଆପଣା ପଥରେ ଯାଅ, ଚିକ୍କଣ-ଦ୍ରବ୍ୟ ଭୋଜନ କର ଓ ସୁମିଷ୍ଟ-ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ ଅଂଶ ପଠାଅ; କାରଣ ଆଜିଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ। Gade chapit laଓଡିଆ ବାଇବେଲ10 ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।” Gade chapit laପବିତ୍ର ବାଇବଲ10 ଆଉ ସେ ସେମାନଙ୍କୁ କହିଲେ, “ଘରକୁ ଯାଅ, ଚିକ୍କଣ ଦ୍ରବ୍ୟ ଭୋଜନ କର, ସୁମିଷ୍ଟ ଦ୍ରବ୍ୟ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହୋଇ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ତୁମ୍ଭେମାନେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହେବ।” Gade chapit la |