ନିହିମୀୟା 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ! ତୁମ୍ଭେମାନେ ଦୁଃଖିତ ନ ହୁଅ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, ନୀରବ ହୁଅ, ଆଜି ପବିତ୍ର ଦିନ; ତୁମ୍ଭେମାନେ ଦୁଃଖିତ ନ ହୁଅ। Gade chapit laଓଡିଆ ବାଇବେଲ11 ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ ! ତୁମ୍ଭେମାନେ ଦୁଃଖିତ ନ ହୁଅ।” Gade chapit laପବିତ୍ର ବାଇବଲ11 ଏହିପରି ଭାବରେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇଲେ। “ତୁମ୍ଭେ ସମସ୍ତେ ନୀରବ ହୁଅ, କାରଣ ଆଜି ପବିତ୍ର ଦିନ। ତୁମ୍ଭେମାନେ ଦୁଃଖିତ ହୁଅ ନାହିଁ।” Gade chapit la |