ନିହିମୀୟା 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେସମସ୍ତେ ଭୋଜନପାନ କରିବାକୁ ଓ ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ। Gade chapit laଓଡିଆ ବାଇବେଲ12 ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ। Gade chapit laପବିତ୍ର ବାଇବଲ12 ଏହା ପରେ ସମସ୍ତ ଲୋକମାନେ ଭୋଜନପାନ କରିବାକୁ, ଉପହାର ପଠାଇବାକୁ ଓ ଆନନ୍ଦ କରିବାକୁ ଗ୍ଭଲିଗଲେ, କାରଣ ସେମାନେ ପଢ଼ିଥିବା ବାକ୍ୟର ଅର୍ଥ ବୁଝି ପାରିଲେ। Gade chapit la |