ନିହିମୀୟା 8:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦିଶାଖା ଓ ଖର୍ଜ୍ଜୁରଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ। Gade chapit laଓଡିଆ ବାଇବେଲ15 ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।” Gade chapit laପବିତ୍ର ବାଇବଲ15 ସେମାନେ ଯେତେବେଳେ ଏହା ଶୁଣିଲେ, ସେମାନେ ଏହି ବାର୍ତ୍ତା ଯିରୁଶାଲମକୁ ଓ ସେମାନଙ୍କ ସମସ୍ତ ନଗରକୁ ପଠାଇଲେ। “ପର୍ବତମୟ ଦେଶକୁ ଯାଅ ଏବଂ ଅଲିଭ ବୃକ୍ଷରୁ ଡାଳ, ଜଙ୍ଗଲି ଅଲିଭି ତୁଲ୍ୟ, ମେହେନ୍ଦି ବୃକ୍ଷର ଶାଖା, ଖଜୁରୀ ଶାଖା ଓ ଗହଳିଆ ଶାଖା ସଂଗ୍ରହ କର। ଏହି ଶାଖାଗୁଡ଼ିର କ୍ଷଣସ୍ଥାୟୀ ପତ୍ରକୂଟୀର ତିଆରି କରିବାରେ ବ୍ୟବହାର କର। ଏହିପରି କର କାରଣ ତାହା ବ୍ୟବସ୍ଥା ପୁସ୍ତକରେ ଲିଖିତ ଅଛି।” Gade chapit la |