ନିହିମୀୟା 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ବନ୍ଦୀତ୍ୱରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି ଆନନ୍ଦ କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି, ବନ୍ଦୀତ୍ଵରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା। Gade chapit laଓଡିଆ ବାଇବେଲ17 ପୁଣି, ବନ୍ଦୀତ୍ୱରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ସେପରି ଆନନ୍ଦ କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା। Gade chapit laପବିତ୍ର ବାଇବଲ17 ନିର୍ବାସିତ ଫେରି ଆସିଥିବା ଲୋକଙ୍କର ସମଗ୍ର ଦଳ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ। ନୂନର ପୁତ୍ର ଯିହୋଶୂୟର ସମୟାବଧି ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲର ସନ୍ତାନଗଣ ସେପରି କରି ନ ଥିଲେ। ଏଣୁ ଏଥିପାଇଁ ବଡ଼ ଆନନ୍ଦ ହେଲା। Gade chapit la |