ନିହିମୀୟା 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ପ୍ରକାଶ କଲ; କାରଣ ମିସରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ପ୍ରକାଶ କଲ; କାରଣ ମିସ୍ରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜିର ନ୍ୟାୟ ଆପଣା ନାମ ପ୍ରସିଦ୍ଧ କରିଅଛ। Gade chapit laଓଡିଆ ବାଇବେଲ10 ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ପ୍ରକାଶ କଲ; କାରଣ ମିସ୍ରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ। Gade chapit laପବିତ୍ର ବାଇବଲ10 ତୁମ୍ଭେ ଫାରୋ ଓ ତାହାର ସମସ୍ତ ଦାସ ଓ ତା'ର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମମାନ ଦେଖାଇଲ। କାରଣ ମିଶରୀୟମାନେ ସେମାନଙ୍କ ବିରୁଦ୍ଧରେ ରୁକ୍ଷ ବ୍ୟବହାର କଲେ। ଏଣୁ ତୁମ୍ଭେ ଆଜିର ନ୍ୟାୟ ଆପଣା ନାମ ପ୍ରସିଦ୍ଧ କରିଅଛ। Gade chapit la |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।