ନିହିମୀୟା 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, ‘ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,’ ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ; Gade chapit laପବିତ୍ର ବାଇବଲ (Re-edited) - (BSI)18 ହଁ, ଯେତେବେଳେ ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କଲେ ଓ ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି, ଏହା କହି ମହାବିରକ୍ତିଜନକ କାର୍ଯ୍ୟ କଲେ; Gade chapit laଓଡିଆ ବାଇବେଲ18 ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, “ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,” ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ; Gade chapit laପବିତ୍ର ବାଇବଲ18 ସେମାନେ ଯେତେବେଳେ ଛାଞ୍ଚ ଢଳା ଗୋବତ୍ସ ନିର୍ମାଣ କଲେ, ‘ଯେଉଁ ଦେବତା ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ, ସେ ଇଏ ଅଟେ।’ ଏହା କହି ସେମାନେ ପରମେଶ୍ୱରଙ୍କର ବହୁତ ନିନ୍ଦା କଲେ। Gade chapit la |