Biblia Todo Logo
Bib sou entènèt

- Piblisite -




ନିହିମୀୟା 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭେ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ, ସେମାନଙ୍କର କିଛି ଅଭାବ ହେଲା ନାହିଁ; ସେମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କ ପାଦ ଫୁଲିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

21 ତୁମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେମାନଙ୍କୁ ପ୍ରତିପାଳନ କଲ। ସେମାନଙ୍କର କିଛି ଅଭାବ ହେଲା ନାହିଁ। ସେମାନଙ୍କର ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସେମାନଙ୍କର ପାଦ ଫୁଲିଲା ନାହିଁ।

Gade chapit la Kopi




ନିହିମୀୟା 9:21
9 Referans Kwoze  

କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”


ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।


ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।


ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,


ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ?


ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।


ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।


ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।


Swiv nou:

Piblisite


Piblisite