Biblia Todo Logo
Bib sou entènèt

- Piblisite -




ନିହିମୀୟା 9:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍‍, ହିଷ୍‍ବୋନ ରାଜାର ଦେଶ ଓ ବାଶନର ଓଗ୍‍ ରାଜାର ଦେଶ ଅଧିକାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ୍ ଦେଶ, ଅର୍ଥାତ୍, ହିଷ୍ବୋନ୍ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।

Gade chapit la Kopi

ଓଡିଆ ବାଇବେଲ

22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍‍, ହିଷ୍‍ବୋନ ରାଜାର ଦେଶ ଓ ବାଶନର ଓଗ୍‍ ରାଜାର ଦେଶ ଅଧିକାର କଲେ।

Gade chapit la Kopi

ପବିତ୍ର ବାଇବଲ

22 ହେ ସଦାପ୍ରଭୁ, ତୁମ୍ଭେ ତାଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ। ତେଣୁ ସେମାନେ ସୀହୋନ ଦେଶ ହି‌‌‌‌ଷ୍‌‌‌‌ବୋନ୍ ରାଜାର ଦେଶ, ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।

Gade chapit la Kopi




ନିହିମୀୟା 9:22
16 Referans Kwoze  

ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,


ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।


ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।


ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।


ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏ କଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;


“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ-ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍‍ର,


ଯର୍ଦ୍ଦନ-ପୂର୍ବଦିଗସ୍ଥ ଇମୋରୀୟମାନଙ୍କ ଏହି ଦୁଇ ରାଜାର ଦେଶ,


ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।


ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।


Swiv nou:

Piblisite


Piblisite