ନିହିମୀୟା 9:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହିରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜାଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ। Gade chapit laପବିତ୍ର ବାଇବଲ (Re-edited) - (BSI)24 ଏହିରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକି ସେମାନଙ୍କ ହସ୍ତରେ ସମର୍ପଣ କଲ। Gade chapit laଓଡିଆ ବାଇବେଲ24 ଏହି ରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜାଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ। Gade chapit laପବିତ୍ର ବାଇବଲ24 ଏହିପରି ସେହି ସନ୍ତାନଗଣ ଦେଶରେ ପଶି ଅଧିକାର କଲେ। ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ। ସେମାନେ ଯେପରି ନିଜ ଇଚ୍ଛାମତେ ବ୍ୟବହାର କରିବେ। ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜଗଣଙ୍କୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ। Gade chapit la |