Biblia Todo Logo
Bib sou entènèt

- Piblisite -




ନିହିମୀୟା 9:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ଵର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ଉଦ୍ଧାରକର୍ତ୍ତୃଗଣ ଦେଲ , ସେମାନେ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ଓଡିଆ ବାଇବେଲ

27 ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ପବିତ୍ର ବାଇବଲ

27 ଏଣୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରିବାରୁ ସେମାନେ ସେମାନଙ୍କୁ କ୍ଳେଶ ଦେଲେ। ମାତ୍ର କ୍ଳେଶ ସମୟରେ, ସେମାନେ ତୁମ୍ଭଠାରେ ସାହାଯ୍ୟ ପାଇଁ ଚିତ୍କାର କଲେ ଏବଂ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ। ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ଉଦ୍ଧାର କର୍ତ୍ତୃଗଣ ଦେଲ। ସେମାନେ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi




ନିହିମୀୟା 9:27
19 Referans Kwoze  

ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।


ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍‍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା।


ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।


ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।


ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାରକର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ।


ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”


ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


Swiv nou:

Piblisite


Piblisite