ନିହିମୀୟା 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେମାନେ ସ୍ଵ ସ୍ଵ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ଵୀକାର କରି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ପ୍ରଣାମ କଲେ। Gade chapit laଓଡିଆ ବାଇବେଲ3 ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ। Gade chapit laପବିତ୍ର ବାଇବଲ3 ସେମାନେ ସେଠାରେ ପ୍ରାୟ ତିନି ଘଣ୍ଟାଧରି ଠିଆ ହେଲେ, ଏବଂ ଲୋକମାନେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ବ୍ୟବସ୍ଥା ପୁସ୍ତକ ପାଠ କଲେ। ଏହା ପରେ ସେମାନେ ସେଠାରେ ତିନି ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ସେମାନଙ୍କର ପାପ ସ୍ୱୀକାର କଲେ ଓ ନତମସ୍ତକ ହୋଇ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ଉପାସନା କଲେ। Gade chapit la |