ନିହିମୀୟା 9:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ। Gade chapit laପବିତ୍ର ବାଇବଲ (Re-edited) - (BSI)30 ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କ କଥା ସହ୍ୟ କଲ ଓ ଆପଣା ଆତ୍ମା ଦ୍ଵାରା ଆପଣା ଭବିଷ୍ୟଦ୍-ବକ୍ତାଗଣ ଦେଇ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ। Gade chapit laଓଡିଆ ବାଇବେଲ30 ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ। Gade chapit laପବିତ୍ର ବାଇବଲ30 “ତଥାପି ବହୁବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମାଦ୍ୱାରା ଆପଣା ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ ତୁମ୍ଭେ ସତର୍କ କଲ। ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀ ହସ୍ତରେ ସମର୍ପଣ କଲ। Gade chapit la |