ନିହିମୀୟା 9:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ। Gade chapit laପବିତ୍ର ବାଇବଲ (Re-edited) - (BSI)32 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ଵର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ଵର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ। Gade chapit laଓଡିଆ ବାଇବେଲ32 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ। Gade chapit laପବିତ୍ର ବାଇବଲ32 ଏଣୁ ହେ ଆମ୍ଭମାନଙ୍କର ପରମେଶ୍ୱର, ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ। ଅଶୂରୀୟ ରାଜଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଳେଶ ଘଟିଅଛି, ତାହା ସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ। Gade chapit la |
ସେତେବେଳେ ସେମାନେ ଯିରୁବ୍ବାବିଲ୍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”
ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।