Biblia Todo Logo
Bib sou entènèt

- Piblisite -




ନିହିମୀୟା 9:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ, ପୁଣି ତୁମ୍ଭେ ଆମ୍ଭମାନଙ୍କ ପିତୃପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।

Gade chapit la Kopi

ଓଡିଆ ବାଇବେଲ

36 ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ

36 ଆଜି ଆମ୍ଭେମାନେ ଦାସ ହୋଇଅଛୁ। ପୁଣି ତୁମ୍ଭେ ଆମ୍ଭମାନଙ୍କ ପିତୃପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ। ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।

Gade chapit la Kopi




ନିହିମୀୟା 9:36
5 Referans Kwoze  

କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।


ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।


ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।”


ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ।


ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ।


Swiv nou:

Piblisite


Piblisite