ଗଣନା ପୁସ୍ତକ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର। Gade chapit laଓଡିଆ ବାଇବେଲ2 “ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।” Gade chapit laପବିତ୍ର ବାଇବଲ2 “ତୁମ୍ଭେମାନେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଗଣନା କର। ସମସ୍ତ ମଣ୍ତଳୀର ଅନୁସାରେ ଓ ପରିବାରବର୍ଗ ଅନୁସାରେ ପ୍ରତ୍ୟେକ ପୁରୁଷ ଲୋକର ନାମ ତାଲିକା କର। Gade chapit la |