Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi

ଓଡିଆ ବାଇବେଲ

32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi

ପବିତ୍ର ବାଇବଲ

32 ଇଫ୍ରୟିମଙ୍କର ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi




ଗଣନା ପୁସ୍ତକ 1:32
14 Referans Kwoze  

ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”


ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍‍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।


ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”


ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।


ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।


ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,


ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍‍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।


ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।


Swiv nou:

Piblisite


Piblisite