Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଦାନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଓଡିଆ ବାଇବେଲ

38 ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ପବିତ୍ର ବାଇବଲ

38 ଦାନ୍ ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi




ଗଣନା ପୁସ୍ତକ 1:38
7 Referans Kwoze  

ଆଉ ଦାନ୍‍ର ପୁତ୍ର ହୂଶୀମ୍‍।


ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ ହେଲା।


ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।


ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;


Swiv nou:

Piblisite


Piblisite