Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ନପ୍ତାଲି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi

ଓଡିଆ ବାଇବେଲ

42 ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi

ପବିତ୍ର ବାଇବଲ

42 ନପ୍ତାଲି ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi




ଗଣନା ପୁସ୍ତକ 1:42
6 Referans Kwoze  

ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ, ସେ ମନୋହର ବାକ୍ୟ କହିବ।


ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ।


ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା।


ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।


Swiv nou:

Piblisite


Piblisite