ଗଣନା ପୁସ୍ତକ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ରୁବେନ୍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)18 ତହୁଁ ରୁବେନ-ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା। Gade chapit laଓଡିଆ ବାଇବେଲ18 ତହୁଁ ରୁବେନ୍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା। Gade chapit laପବିତ୍ର ବାଇବଲ18 ତା'ପରେ ରୁବେନ୍ ଗୋଷ୍ଠୀର ବିଭାଗର ଧ୍ୱଜା ଚଳିଲା। ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କର ଅଧିନାୟକ ଥିଲେ। Gade chapit la |