Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ ଦ୍ୟୁୟେଲର ପୁତ୍ର ଇଲୀୟାସଫ୍ ଗାଦ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

20 ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

20 ତା'ପରେ ଗା‌ଦ୍‌ର ଗୋଷ୍ଠୀ ଆସିଲେ ଓ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ସେମାନଙ୍କର ଅଧିନାୟକ ଥିଲେ।

Gade chapit la Kopi




ଗଣନା ପୁସ୍ତକ 10:20
5 Referans Kwoze  

ତହୁଁ ଗାଦ୍‍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍-ସନ୍ତାନଗଣର ଅଧିପତି ହେବ;


ଗାଦ୍‍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍।


ଷଷ୍ଠ ଦିନ ଗାଦ୍‍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଆଣିଲା;


ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।


ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।


Swiv nou:

Piblisite


Piblisite