Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ ତାହା ବିଶ୍ରାମ କରିବା ବେଳେ ସେ କହନ୍ତି, ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।

Gade chapit la Kopi

ଓଡିଆ ବାଇବେଲ

36 ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”

Gade chapit la Kopi

ପବିତ୍ର ବାଇବଲ

36 ଆଉ ପବିତ୍ର ସିନ୍ଦୁକ ଅଟକି ଗଲାବେଳେ ମୋଶା କହନ୍ତି, “ହେ ସଦାପ୍ରଭୁ ତୁମ୍ଭେ ଇସ୍ରାଏଲର ହଜାର ହଜାର ଲୋକଙ୍କ ପ୍ରତି ଫେର।”

Gade chapit la Kopi




ଗଣନା ପୁସ୍ତକ 10:36
5 Referans Kwoze  

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।


ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।


ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”


ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।


Swiv nou:

Piblisite


Piblisite