Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।

Gade chapit la Kopi

ପବିତ୍ର ବାଇବଲ

5 “ଯଦି ତୁମ୍ଭେମାନେ ତୂରୀକୁ ଅଧା ବଜାଅ, ପୂର୍ବ ଦିଗସ୍ଥିତ ଛୀଉଣୀର ଲୋକମାନେ ଯାତ୍ରା କରିବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 10:5
5 Referans Kwoze  

ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।


ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।


“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।


Swiv nou:

Piblisite


Piblisite