Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ଲୋକମାନଙ୍କୁ ଏକତ୍ରିତ କରିବା ସମୟରେ ତୁମ୍ଭେମାନେ ଲଗାତର ଅଧା ସ୍ୱର ନୁହଁ, ଦୀର୍ଘସ୍ୱର କରି ତୂରୀ ବଜାଇବ।

Gade chapit la Kopi




ଗଣନା ପୁସ୍ତକ 10:7
3 Referans Kwoze  

ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।


ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।


Swiv nou:

Piblisite


Piblisite