Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତୁମ୍ଭେମାନେ ଦିନେ କି ଦୁଇ ଦିନ କି ପାଞ୍ଚ ଦିନ କି ଦଶ ଦିନ କି କୋଡ଼ିଏ ଦିନ ଖାଇବ, ତାହା ନୁହେନ୍ତଁ

Gade chapit la Kopi

ଓଡିଆ ବାଇବେଲ

19 ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;

Gade chapit la Kopi

ପବିତ୍ର ବାଇବଲ

19 ତୁମ୍ଭେମାନେ ଦିନେ କି ଦୁଇ ଦିନ କି ପାଞ୍ଚ ଦିନ କି ଦଶ ଦିନ କି କୋଡ଼ିଏ ଦିନ ଖାଇବ ତାହା ନୁହେଁ।

Gade chapit la Kopi




ଗଣନା ପୁସ୍ତକ 11:19
3 Referans Kwoze  

ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।


ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”


ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।


Swiv nou:

Piblisite


Piblisite