Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହୁଁ ଜଣେ ଯୁବା ଦୌଡ଼ିଯାଇ ମୋଶାଙ୍କୁ କହିଲା, “ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ତହୁଁ ଜଣେ ଯୁବା ଦୌଡ଼ି ଯାଇ ମୋଶାଙ୍କୁ କହିଲା, ଇଲଦଦ୍ ଓ ମେଦଦ୍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

27 ତହୁଁ ଜଣେ ଯୁବା ଦୌଡ଼ି ଯାଇ ମୋଶାଙ୍କୁ କହିଲା, ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

27 ତହୁଁ ଜଣେ ଯୁବକ ଦୌଡ଼ି ଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ଭିତରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର କରୁଅଛନ୍ତି।”

Gade chapit la Kopi




ଗଣନା ପୁସ୍ତକ 11:27
4 Referans Kwoze  

ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ।


ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।


ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”


ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ।


Swiv nou:

Piblisite


Piblisite