Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ଵରେ ପକାଇଲା।

Gade chapit la Kopi

ଓଡିଆ ବାଇବେଲ

31 ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଉର୍ଦ୍ଧ୍ୱରେ ପକାଇଲା।

Gade chapit la Kopi

ପବିତ୍ର ବାଇବଲ

31 ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା। ସେମାନଙ୍କର ସଂଖ୍ୟା ଏତେ ଅଧିକ ହେଲା ଯେ ସେମାନେ ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେ ପାଖେ ଦିନକର ପଥ ପର୍ଯ୍ୟନ୍ତ ବ୍ୟାପି ରହିଲେ। ସେମାନେ ଭୂମିଠାରୁ ପ୍ରାୟ ଦୁଇ ଫୁଟ ବହଳରେ ଗଦା ହୋଇଗଲେ।

Gade chapit la Kopi




ଗଣନା ପୁସ୍ତକ 11:31
9 Referans Kwoze  

ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।


ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।


ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।


ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।


ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।


ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ।


ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।


ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ।


Swiv nou:

Piblisite


Piblisite