Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

32 ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

32 ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ। କେହି ଦଶ ବୁଶେଲରୁ ଊଣା ସଂଗ୍ରହ କଲା ନାହିଁ। ଆଉ ସେମାନେ ନିଜ ପାଇଁ ଛାଉଣିର ଗ୍ଭରିଆଡ଼େ ତାହା ବିଛାଇ ରଖିଲେ।

Gade chapit la Kopi




ଗଣନା ପୁସ୍ତକ 11:32
3 Referans Kwoze  

ବାତ୍‍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍‍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ।


ଏକ ଓମର ଐଫାର ଦଶମାଂଶ।


ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।


Swiv nou:

Piblisite


Piblisite