Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା (ଲୋଭ ହେତୁ କବର) ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।

Gade chapit la Kopi

ଓଡିଆ ବାଇବେଲ

34 ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।

Gade chapit la Kopi

ପବିତ୍ର ବାଇବଲ

34 ତେଣୁ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା। କାରଣ ସେମାନେ ଖାଦ୍ୟ ନିମନ୍ତେ ଲୋଭୀ ଲୋକମାନଙ୍କୁ ସେହି ସ୍ଥାନରେ କବର ଦେଲେ।

Gade chapit la Kopi




ଗଣନା ପୁସ୍ତକ 11:34
6 Referans Kwoze  

ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍‍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।


ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।


ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍‍-ହତ୍ତାବାରେ ଛାଉଣି ସ୍ଥାପନ କଲେ।


ଲୋକମାନେ କିବ୍ରୋତ୍‍-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।


ପୁଣି, ସେମାନେ କିବ୍ରୋତ୍‍-ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ।


ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା।


Swiv nou:

Piblisite


Piblisite