Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 12:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତାର ଗର୍ଭରୁ ନିର୍ଗତ ହେଲା ବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ।

Gade chapit la Kopi

ଓଡିଆ ବାଇବେଲ

12 ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ।

Gade chapit la Kopi

ପବିତ୍ର ବାଇବଲ

12 ମାତାର ଗର୍ଭରୁ ନିର୍ଗତ ହେଲାବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଶିଶୁ ସଦୃଶ ସେ ନ ହେଉ।”

Gade chapit la Kopi




ଗଣନା ପୁସ୍ତକ 12:12
9 Referans Kwoze  

କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।


ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।


ଯେଉଁ ଶାମୁକା ଯାଉ ଯାଉ ତରଳି ଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।


ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି।


ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,


ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।


ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”


Swiv nou:

Piblisite


Piblisite