Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ଵୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।

Gade chapit la Kopi

ପବିତ୍ର ବାଇବଲ

10 ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥର ମାରି ହତ୍ୟା କରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ମହିମା ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ଲୋକମାନଙ୍କ ପ୍ରତି ପ୍ରକାଶିତ ହେଲା।

Gade chapit la Kopi




ଗଣନା ପୁସ୍ତକ 14:10
14 Referans Kwoze  

ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”


ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।


ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।


“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।


ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।


ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।


ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।


ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”


ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।”


ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;


ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।


ତହୁଁ ମୋଶା ସାକ୍ଷ୍ୟ-ତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।


Swiv nou:

Piblisite


Piblisite