ଗଣନା ପୁସ୍ତକ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)11 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଏହି ଲୋକମାନେ କେତେ କାଳ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ଵରୂପେ ଯେସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ଆମ୍ଭଠାରେ ବିଶ୍ଵାସ କରିବେ ନାହିଁ? Gade chapit laଓଡିଆ ବାଇବେଲ11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ? Gade chapit laପବିତ୍ର ବାଇବଲ11 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେକାଳ ମୋତେ ପ୍ରତ୍ୟାଖ୍ୟାନ କରିବେ? ଆଉ ସେମାନଙ୍କ ମଧ୍ୟରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସତ୍ତ୍ୱେ, କେତେ ଦିନ ସେମାନେ ମୋତେ ଅବିଶ୍ୱାସ କରିବେ? Gade chapit la |
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।