Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ ହେଉ, ଯେପରି ତୁମ୍ଭେ କହିଅଛ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ ହେଉ, ଯେପରି ତୁମ୍ଭେ କହିଅଛ,

Gade chapit la Kopi

ଓଡିଆ ବାଇବେଲ

17 ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ, ଯେପରି ତୁମ୍ଭେ କହିଅଛ,

Gade chapit la Kopi

ପବିତ୍ର ବାଇବଲ

17 “ଯେପରି ତୁମ୍ଭେ କହିଅଛ, ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ।

Gade chapit la Kopi




ଗଣନା ପୁସ୍ତକ 14:17
5 Referans Kwoze  

ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ବର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ।


କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।”


ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।


‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।’


‘ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।’


Swiv nou:

Piblisite


Piblisite