ଗଣନା ପୁସ୍ତକ 14:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। Gade chapit laଓଡିଆ ବାଇବେଲ24 ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। Gade chapit laପବିତ୍ର ବାଇବଲ24 ମାତ୍ର ଆମ୍ଭର ସେବକ କାଲେବ ସେମାନଙ୍କଠାରୁ ଭିନ୍ନ। ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି। ଏଣୁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ। Gade chapit la |