Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ-ସମୁଦ୍ରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।

Gade chapit la Kopi

ଓଡିଆ ବାଇବେଲ

25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”

Gade chapit la Kopi

ପବିତ୍ର ବାଇବଲ

25 ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳ ଭୂମିରେ ବାସ କରନ୍ତି। କାଲି ତୁମ୍ଭେମାନେ ଫେରି ଲୋହିତ ସାଗର ପଥଦେଇ ମରୁଭୂମିକୁ ଗମନ କରିବା ଉଚିତ୍।”

Gade chapit la Kopi




ଗଣନା ପୁସ୍ତକ 14:25
7 Referans Kwoze  

ମାତ୍ର ତୁମ୍ଭେମାନେ ବାହୁଡ଼ି ସୂଫ ସାଗର ପଥ ଦେଇ ପ୍ରାନ୍ତରକୁ ଯାତ୍ରା କର।”


ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”


ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।


ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରିଯାଉ।”


ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,


ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶରେ ଉପସ୍ଥିତ ହେଲେ।


Swiv nou:

Piblisite


Piblisite