ଗଣନା ପୁସ୍ତକ 14:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ, Gade chapit laପବିତ୍ର ବାଇବଲ (Re-edited) - (BSI)29 ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ, Gade chapit laଓଡିଆ ବାଇବେଲ29 ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ, Gade chapit laପବିତ୍ର ବାଇବଲ29 ତୁମ୍ଭେମାନେ ଏହି ମରୁଭୂମି ମଧ୍ୟରେ ମରିବ। କୋଡ଼ିଏ ବର୍ଷରୁ ଅଧିକ ବୟସ୍କ ତୁମ୍ଭମାନଙ୍କ ମଧ୍ୟରୁ ଗଣ୍ୟ ହୋଇଥିବା ଲୋକମାନେ ସମ୍ପୂର୍ଣ୍ଣ ସଂଖ୍ୟା ଅନୁସାରେ ଯେଉଁମାନେ ମୋ’ ବିରୁଦ୍ଧରେ ଅଭିଯୋଗ କରିଛନ୍ତି, ସମସ୍ତେ ମରିବେ। Gade chapit la |
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।